Online Bible

- Reklamy -




2 ବଂଶାବଳୀ 7:22 - ଓଡିଆ ବାଇବେଲ

22 ତହିଁରେ ଲୋକେ ଉତ୍ତର କରି କହିବେ, “ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ଯେଉଁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ତାହାଙ୍କୁ ସେମାନେ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ଅବଲମ୍ବନ କଲେ ଓ ସେମାନଙ୍କୁ ପ୍ରଣାମ କରି ସେବା କଲେ; ଏହେତୁ ସେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ବର୍ତ୍ତାଇ ଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ଲୋକେ ଉତ୍ତର କରି କହିବେ, ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ଯେଉଁ ପରମେଶ୍ଵର ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ତାହାଙ୍କୁ ସେମାନେ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ଅବଲମ୍ଵନ କଲେ ଓ ସେମାନଙ୍କୁ ପ୍ରଣାମ କରି ସେବା କଲେ; ଏହେତୁ ସେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ବର୍ତ୍ତାଇ ଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ଲୋକେ ଉତ୍ତର କରି କହିବେ, ‘ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ଯେଉଁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ତାହାଙ୍କୁ ସେମାନେ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ଅବଲମ୍ବନ କଲେ ଓ ସେମାନଙ୍କୁ ପ୍ରଣାମ କରି ସେବା କଲେ; ଏହେତୁ ସେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ବର୍ତ୍ତାଇଅଛନ୍ତି।’”

Viz kapitola kopírovat

ପବିତ୍ର ବାଇବଲ

22 ତେବେ ଲୋକମାନେ ଉତ୍ତର ଦେଇ କହିବେ, ‘କାରଣ ଲୋକମାନେ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ପରିତ୍ୟାଗ କଲେ, ଯାହାଙ୍କୁ ସେମାନଙ୍କର ପୂର୍ବପୁରୁଷମାନେ ମାନୁଥିଲେ। ସେହି ପରମେଶ୍ୱର ହିଁ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଥିଲେ। କିନ୍ତୁ ଇସ୍ରାଏଲର ଲୋକମାନେ ଅନ୍ୟ ଲୋକମାନଙ୍କର ଦେବତାମାନଙ୍କୁ ଗ୍ରହଣ କଲେ। ସେମାନେ ଅନ୍ୟ ଦେବତାମାନଙ୍କର ଉପାସନା ଓ ସେବା କଲେ। ଏଥିନିମନ୍ତେ ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଉପରେ ଏପ୍ରକାର ଭୟଙ୍କର ବିପତ୍ତି ଘଟାଇଲେ।”

Viz kapitola kopírovat




2 ବଂଶାବଳୀ 7:22

Následuj nás:

Reklamy


Reklamy