2 ବଂଶାବଳୀ 7:7 - ଓଡିଆ ବାଇବେଲ7 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥିତ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ ସେ ସେଠାରେ ହୋମବଳି ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ଶଲୋମନ ନିର୍ମିତ ପିତ୍ତଳମୟ ଯଜ୍ଞବେଦି, ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଓ ମେଦକୁ ଧରି ପାରିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥିତ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ ସେ ସେଠାରେ ହୋମବଳି ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ଶଲୋମନ ନିର୍ମିତ ପିତ୍ତଳମୟ ଯଜ୍ଞବେଦି, ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଓ ମେଦକୁ ଧରି ପାରିଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥିତ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ ସେ ସେଠାରେ ହୋମବଳି ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ଶଲୋମନ ନିର୍ମିତ ପିତ୍ତଳମୟ ଯଜ୍ଞବେଦି, ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଓ ମେଦକୁ ଧରି ପାରିଲା ନାହିଁ। Viz kapitolaପବିତ୍ର ବାଇବଲ7 ଶଲୋମନ ପ୍ରାଙ୍ଗଣର ମଧ୍ୟଭାଗରେ ବେଦିକୁ ଧାର୍ମିକ କାର୍ଯ୍ୟ ପାଇଁ ସମର୍ପଣ କଲେ। ଏହି ପ୍ରାଙ୍ଗଣ ସଦାପ୍ରଭୁଙ୍କ ମନ୍ଦିରର ସମ୍ମୁଖରେ ଥିଲା। ସେଠାରେ ଶଲୋମନ ହୋମବଳି ଓ ସହଭାଗିତାର ନୈବେଦ୍ୟର ଚର୍ବ୍ବୀ ଉତ୍ସର୍ଗ କଲେ। ଶଲୋମନ ପ୍ରାଙ୍ଗଣର ମଧ୍ୟଭାଗକୁ ବ୍ୟବହାର କଲେ, କାରଣ ସେ ଯେଉଁ ପିତ୍ତଳ ନିର୍ମିତ ଯଜ୍ଞବେଦି ନିର୍ମାଣ କରିଥିଲେ, ତାହା ହୋମବଳି, ଶସ୍ୟ ନୈବେଦ୍ୟ ଓ ଚର୍ବ୍ବୀକୁ ଏକା ବେଳେ ଧାରଣ କରିପାରୁ ନ ଥିଲା। Viz kapitola |