Online Bible

- Reklamy -




2 ବଂଶାବଳୀ 8:5 - ଓଡିଆ ବାଇବେଲ

5 ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଆହୁରି ସେ ଉପରିସ୍ଥ ବୈଥୋରୋଣ ଓ ନୀଚସ୍ଥ ବୈଥୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ଵାର ଓ ଅର୍ଗଳ ସମେତ ନିର୍ମାଣ କଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀର-ବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;

Viz kapitola kopírovat

ପବିତ୍ର ବାଇବଲ

5 ଶଲୋମନ ଊର୍ଦ୍ଧ୍ୱସ୍ଥ ବୈ‌ଥ୍‌-ହୋରଣ୍ ଓ ନୀଚ୍ଚସ୍ଥ ବୈଥ୍-ହୋରଣର ସହରଗୁଡ଼ିକୁ ଆଉଥରେ ନିର୍ମାଣ କଲେ। ସେ ଏହି ସହରଗୁଡ଼ିକୁ ଦୃଢ଼ ଦୁର୍ଗରେ ପରିଣତ କଲେ। ସେହି ସହରଗୁଡ଼ିକରେ ଅତି ସୁଦୃଢ଼ ପ୍ରାଚୀର, ଦ୍ୱାର ଓ ଦ୍ୱାରଗୁଡ଼ିକରେ ଦୃଢ଼ ଅର୍ଗଳ ଥିଲା।

Viz kapitola kopírovat




2 ବଂଶାବଳୀ 8:5

Následuj nás:

Reklamy


Reklamy