Online Bible

- Reklamy -




2 ବଂଶାବଳୀ 8:9 - ଓଡିଆ ବାଇବେଲ

9 ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ଵାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ

9 ଶଲୋମନ ଇସ୍ରାଏଲର ଲୋକମାନଙ୍କୁ କ୍ରୀତଦାସ ହେବା ନିମନ୍ତେ ବାଧ୍ୟ କଲେ ନାହିଁ। ଇସ୍ରାଏଲର ଲୋକମାନେ ଶଲୋମନଙ୍କର ଦୁର୍ଦ୍ଦଷ ଯୋଦ୍ଧା ଥିଲେ। ସେମାନେ ଶଲୋମନଙ୍କର ସାମରିକ ବାହିନୀର ପଦାଧିକାରୀ ଥିଲେ। ସେମାନେ ଶଲୋମନଙ୍କର ଯୁଦ୍ଧ ରଥର ସେନାପତି ଥିଲେ।

Viz kapitola kopírovat




2 ବଂଶାବଳୀ 8:9

Následuj nás:

Reklamy


Reklamy