Online Bible

- Reklamy -




2 ବଂଶାବଳୀ 9:10 - ଓଡିଆ ବାଇବେଲ

10 ପୁଣି ହୂରମ୍‍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀରରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନ କାଷ୍ଠ ଓ ମଣି ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ହୂରମ୍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀର୍ରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନକାଷ୍ଠ ଓ ମଣି ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ହୂରମ୍‍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀରରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନ କାଷ୍ଠ ଓ ମଣି ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ

10 ହୂର‌ମ୍‌ଙ୍କ ଦାସ ଓ ଶଲୋମନଙ୍କ ଦାସମାନେ ଓଫୀରରୁ ସୁନା ଆଣିଲେ। ଆହୁରି ମଧ୍ୟ, ସେମାନେ ଆ‌ଲ୍‌ଗମ୍ କାଠ ଓ ବହୁମୂଲ୍ୟ ପଥରସବୁ ଆଣିଲେ।

Viz kapitola kopírovat




2 ବଂଶାବଳୀ 9:10

Následuj nás:

Reklamy


Reklamy