2 ବଂଶାବଳୀ 9:2 - ଓଡିଆ ବାଇବେଲ2 ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ। Viz kapitolaପବିତ୍ର ବାଇବଲ2 ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ। ଶଲୋମନଙ୍କ ନିମନ୍ତେ ଉତ୍ତର ଦେବା କିମ୍ବା ବୁଝାଇ ଦେବା ପାଇଁ କୌଣସି କଠିନ ବିଷୟ ନ ଥିଲା। Viz kapitola |