2 ବଂଶାବଳୀ 9:23 - ଓଡିଆ ବାଇବେଲ23 ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ ପରମେଶ୍ଵର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ। Viz kapitolaପବିତ୍ର ବାଇବଲ23 ପୃଥିବୀର ସମସ୍ତ ରାଜାଗଣ ଶଲୋମନଙ୍କୁ ସାକ୍ଷାତ କରିବାକୁ ଓ ତାଙ୍କର ଜ୍ଞାନପୂର୍ଣ୍ଣ ବିଗ୍ଭର ଶୁଣିବା ପାଇଁ ଆସିବାକୁ ଲାଗିଲେ। ପରମେଶ୍ୱର ଶଲୋମନଙ୍କୁ ସେହିପରି ଜ୍ଞାନ ପ୍ରଦାନ କରିଥିଲେ। Viz kapitola |