2 ବଂଶାବଳୀ 9:24 - ଓଡିଆ ବାଇବେଲ24 ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟୀ ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟୀ ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧିଦ୍ରବ୍ୟ, ଅଶ୍ଵ ଓ ଖଚର ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟି ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ। Viz kapitolaପବିତ୍ର ବାଇବଲ24 ପ୍ରତି ବର୍ଷ ସେହି ରାଜାମାନେ ଶଲୋମନଙ୍କ ନିମନ୍ତେ ଉପହାରମାନ ନେଇ ଆସୁଥିଲେ। ସେମାନେ ସୁନା, ରୂପା ଦ୍ରବ୍ୟ, ବସ୍ତ୍ର, ଯୁଦ୍ଧସାଜ, ମଶାଲ, ଅଶ୍ୱଗୁଡ଼ିକ ଓ ଖଚରମାନ ଆଣିଲେ। Viz kapitola |