Online Bible

- Reklamy -




2 ବଂଶାବଳୀ 9:25 - ଓଡିଆ ବାଇବେଲ

25 ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ ଶଲୋମନଙ୍କର ଅଶ୍ଵ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ଵାରୂଢ଼ ଥିଲେ, ଏସବୁକୁ ସେ ରଥ ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ-ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ

25 ଅଶ୍ୱ ଓ ରଥମାନଙ୍କୁ ରଖବା ନିମନ୍ତେ ଶଲୋମନଙ୍କର 4,000 ଅଶ୍ୱଶାଳା ଥିଲା। ତାଙ୍କର 12,000 ରଥଗ୍ଭଳକ ଥିଲେ। ଶଲୋମନ ସେମାନଙ୍କୁ ତାଙ୍କ ସଙ୍ଗରେ ଯିରୁଶାଲମରେ ଓ ରଥ ନିମନ୍ତେ ନିର୍ମିତ ବିଶେଷ ନଗରଗୁଡ଼ିକରେ ରଖିଲେ।

Viz kapitola kopírovat




2 ବଂଶାବଳୀ 9:25

Následuj nás:

Reklamy


Reklamy