Online Bible

- Reklamy -




2 ବଂଶାବଳୀ 9:8 - ଓଡିଆ ବାଇବେଲ

8 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତ କାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ଵର ଇସ୍ରାଏଲକୁ ଅନ; କାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତକାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।”

Viz kapitola kopírovat

ପବିତ୍ର ବାଇବଲ

8 ଆପଣଙ୍କର ସଦାପ୍ରଭୁ ପରମେଶ୍ୱର ପ୍ରଶଂସିତ ହୁଅନ୍ତୁ। ସେ ଆପଣଙ୍କଠାରେ ପ୍ରସନ୍ନ ଅଟନ୍ତି ଓ ଆପଣଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ସେ ଆପଣଙ୍କୁ ଏହି ସିଂହାସନରେ ଉପବିଷ୍ଟ କରାଇଅଛନ୍ତି। ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ପ୍ରେମ କରନ୍ତି ଓ ଅନନ୍ତକାଳ ନିମନ୍ତେ ଇସ୍ରାଏଲର ସପକ୍ଷ ଅଟନ୍ତି। ସେଥିନିମନ୍ତେ ସଦାପ୍ରଭୁ ଉତ୍ତମ ଓ ଯଥାର୍ଥ କର୍ମ କରିବା ନିମନ୍ତେ ଆପଣଙ୍କୁ ଇସ୍ରାଏଲର ରାଜା କରିଅଛନ୍ତି।”

Viz kapitola kopírovat




2 ବଂଶାବଳୀ 9:8

Následuj nás:

Reklamy


Reklamy