୨ କରିନ୍ଥୀୟ 1:13 - ଓଡିଆ ବାଇବେଲ13 କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝିପାର, ସେହି ସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ, Viz kapitolaପବିତ୍ର ବାଇବଲ (Re-edited) - (BSI)13 କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝି ପାର, ସେହିସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ, Viz kapitolaପବିତ୍ର ବାଇବଲ (CL) NT (BSI)13 ଯାହା ପଢ଼ି ତୁମେ ବୁଝି ପାରିବ, ତୁମମାନଙ୍କ ନିକଟକୁ ଆମେ କେବଳ ସେତିକି ଲେଖୁଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝିପାର, ସେହିସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ, Viz kapitolaପବିତ୍ର ବାଇବଲ13 ତୁମ୍ଭେମାନେ ଯେଉଁ କଥାଗୁଡ଼ିକ ପଢ଼ି ପାରିବ ଓ ବୁଝି ପାରିବ, କେବଳ ସେହି କଥାଗୁଡ଼ିକ ଆମ୍ଭେ ତୁମ୍ଭମାନଙ୍କୁ ଲେଖିଛୁ। Viz kapitola |