୨ କରିନ୍ଥୀୟ 10:13 - ଓଡିଆ ବାଇବେଲ13 କିନ୍ତୁ ଆମ୍ଭେମାନେ ସୀମା ଲଙ୍ଘନ କରି ଦର୍ପ କରିବୁ ନାହିଁ; ମାତ୍ର ତୁମ୍ଭେମାନେ ମଧ୍ୟ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ହେବା ପାଇଁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ପରିମାଣ ସ୍ୱରୂପେ ଯେଉଁ ସୀମା ନିରୂପଣ କରିଅଛନ୍ତି, ସେଥିର ପରିମାଣ ଅନୁସାରେ ଦର୍ପ କରିବ । Viz kapitolaପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ଆମ୍ଭେମାନେ ସୀମା ଲଙ୍ଘନ କରି ଦର୍ପ କରିବୁ ନାହିଁ; ମାତ୍ର ତୁମ୍ଭେମାନେ ମଧ୍ୟ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ହେବା ପାଇଁ ଈଶ୍ଵର ଆମ୍ଭମାନଙ୍କ ନିମନ୍ତେ ପରିମାଣ ସ୍ଵରୂପେ ଯେଉଁ ସୀମା ନିରୂପଣ କରିଅଛନ୍ତି, ସେଥିର ପରିମାଣାନୁସାରେ ଦର୍ପ କରିବୁ। Viz kapitolaପବିତ୍ର ବାଇବଲ (CL) NT (BSI)13 କିନ୍ତୁ ଆମର ଦର୍ପ ସୀମିତ। ଈଶ୍ୱର ଆମ ପାଇଁ ଯେଉଁ କର୍ମକ୍ଷେତ୍ର ନିର୍ଦ୍ଧିଷ୍ଟ କରିଛନ୍ତି, ତା’ର ମଧ୍ୟରେ ଆମେ ଦର୍ପ କରିଥାଉ। ସେହି କାର୍ଯ୍ୟକ୍ଷତ୍ରରେ ପରିସର ଭିତରେ ତୁମ୍ଭେମାନେ ଅନ୍ତର୍ଭୂକ୍ତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ଆମ୍ଭେମାନେ ସୀମା ଲଙ୍ଘନ କରି ଦର୍ପ କରିବୁ ନାହିଁ; ମାତ୍ର ତୁମ୍ଭେମାନେ ମଧ୍ୟ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ହେବା ପାଇଁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପରିମାଣ ସ୍ୱରୂପେ ଯେଉଁ ସୀମା ନିରୂପଣ କରିଅଛନ୍ତି, ସେଥିର ପରିମାଣ ଅନୁସାରେ ଦର୍ପ କରିବ। Viz kapitolaପବିତ୍ର ବାଇବଲ13 ଆମ୍ଭକୁ ଯେଉଁ କାର୍ଯ୍ୟ ଦିଆଯାଇଛି, ତହିଁର ସୀମାଲଙ୍ଘନ କରି କଦାପି ଗର୍ବର କଥା କହିବୁ ନାହିଁ। ପରମେଶ୍ୱରଙ୍କ ପ୍ରଦତ୍ତ କାମ ପାଇଁ ଆମ୍ଭେ ନିଜେ ଗର୍ବ ଅନୁଭବ କରିବୁ। ଏହି କାମ ତୁମ୍ଭମାନଙ୍କ ସହିତ ଆମ୍ଭର କାମକୁ ମଧ୍ୟ ଅନ୍ତର୍ଭୁକ୍ତ କରେ। Viz kapitola |