୨ କରିନ୍ଥୀୟ 10:3 - ଓଡିଆ ବାଇବେଲ3 କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ, Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ, Viz kapitolaପବିତ୍ର ବାଇବଲ (CL) NT (BSI)3 ଆମେ ଏହି ଜଗତରେ ବାସ କରୁ ସତ, କିନ୍ତୁ କୌଣସି ଜାଗତିକ ଉଦ୍ଦେଶ୍ୟ ରଖି ସଂଗ୍ରାମ କରି ନ ଥାଉ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ, Viz kapitolaପବିତ୍ର ବାଇବଲ3 ଆମ୍ଭେ ମଧ୍ୟ ଜଗତରେ ରହୁଛୁ। କିନ୍ତୁ ଆମ୍ଭ ଜାଗତିକ ଲୋକଙ୍କ ଭଳି ସଂଗ୍ରାମ କରୁ ନାହୁଁ। Viz kapitola |