୨ କରିନ୍ଥୀୟ 10:4 - ଓଡିଆ ବାଇବେଲ4 (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ସେହି ସବୁ ଶକ୍ତିଯୁକ୍ତ ଅଟେ); Viz kapitolaପବିତ୍ର ବାଇବଲ (Re-edited) - (BSI)4 (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ଵରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ) ; Viz kapitolaପବିତ୍ର ବାଇବଲ (CL) NT (BSI)4 ବରଂ ଐଶୀଶକ୍ତିସମ୍ପନ୍ନ ଅସ୍ତ୍ରଶସ୍ତ୍ର ବ୍ୟବହାର କରି ଦୃଢ଼ ଦୁର୍ଗସବୁ ଧ୍ୱଂସ କରିଥାଉ, ଭ୍ରାନ୍ତ ଯୁକ୍ତିସମୂହକୁ ଖଣ୍ଡନ କରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ); Viz kapitolaପବିତ୍ର ବାଇବଲ4 ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାଯ୍ୟରେ ସଂଗ୍ରାମ କରୁ ସେଗୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ରରେ ପରମେଶ୍ୱରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତ୍ରୁର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରିପାରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାଯ୍ୟରେ ଆମ୍ଭେ ଲୋକଙ୍କ ସମସ୍ତ ଯୁକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ବିରୁଦ୍ଧରେ ଉଠୁଥିବା ପ୍ରତ୍ୟେକ ଗର୍ବର କଥା ଖଣ୍ଡନ କରୁ। Viz kapitola |