୨ କରିନ୍ଥୀୟ 11:15 - ଓଡିଆ ବାଇବେଲ15 ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ। Viz kapitolaପବିତ୍ର ବାଇବଲ (CL) NT (BSI)15 ତେଣୁ ତା’ର ଅନୁଚରମାନେ ଧାର୍ମିକ ସେବକର ଉଦ୍ମବେଶ ଧାରଣ କଲେ, ଆଶ୍ଚର୍ଯ୍ୟ ହେବାର କିଛି ନାହିଁ, କିନ୍ତୁ ଶେଷରେ ସେମାନଙ୍କ କାର୍ଯ୍ୟକଳାପର ଯୋଗ୍ୟ ଦଣ୍ଡ ସେମାନେ ଭୋଗିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ। Viz kapitolaପବିତ୍ର ବାଇବଲ15 ଅତଏବ, ତା'ର ସେବକମାନେ ଯଦି ଧାର୍ମିକତାର ସେବକରୂପ ଧାରଣ କରନ୍ତି, ଏହା କ’ଣ ଆଶ୍ଚର୍ଯ୍ୟର କଥା? କିନ୍ତୁ ଶେଷରେ ସେମାନେ ତାଙ୍କ କର୍ମ ପାଇଁ ଅବଶ୍ୟ ଦଣ୍ଡ ପାଇବେ। Viz kapitola |