୨ କରିନ୍ଥୀୟ 11:20 - ଓଡିଆ ବାଇବେଲ20 ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ। Viz kapitolaପବିତ୍ର ବାଇବଲ (CL) NT (BSI)20 କେହି ତୁମ୍ଭମାନଙ୍କ ଉପରେ ପ୍ରଭୁତ୍ୱ ପିସ୍ତାର କଲେ, ତୁମ୍ଭମାନଙ୍କର ସର୍ବସ୍ୱ ଗ୍ରାସ କଲେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇଲେ, ତୁମ୍ଭମାନଙ୍କୁ ଙୃଣା କଲେ, ଏପରି କି ତୁମ୍ଭ ଗାଲରେ ଚାପୁଡ଼ା କରିଥାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ। Viz kapitolaପବିତ୍ର ବାଇବଲ20 କାରଣ ତୁମ୍ଭେମାନେ ତୁମ୍ଭକୁ ଦାସ ଭଳି ବ୍ୟବହାର କରୁଥିବା, ଫାନ୍ଦରେ ପକାଇ ଧରୁଥିବା, ନିଜକୁ ତୁମ୍ଭମାନଙ୍କଠାରୁ ବଡ଼ ବୋଲି କହୁଥିବା ଓ ତୁମ୍ଭମାନଙ୍କ ଗାଲରେ ଗ୍ଭପୁଡ଼ା ମାରୁଥିବା ଲୋକମାନଙ୍କ ପ୍ରତି ସହନଶୀଳ ହୋଇଛ। Viz kapitola |