୨ କରିନ୍ଥୀୟ 11:22 - ଓଡିଆ ବାଇବେଲ22 ସେମାନେ କି ଏବ୍ରୀୟ ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ ? ମୁଁ ମଧ୍ୟ ଇସ୍ରାଏଲୀୟ । ସେମାନେ କି ଅବ୍ରହାମଙ୍କ ସନ୍ତାନ ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ । Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେମାନେ କି ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ। Viz kapitolaପବିତ୍ର ବାଇବଲ (CL) NT (BSI)22 ସେମାନେ କ’ଣ ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କ’ଣ ଇଶ୍ରାଏଲୀୟ? ମୁଁ ମଧ୍ୟ ଇଶ୍ରାଏଲୀୟ। ସେମାନେ କ’ଣ ଅବ୍ରାହାମଙ୍କ ବଂଶଧର? ମୁଁ ମଧ୍ୟ ଅବ୍ରାହମଙ୍କ ବଂଶଧର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେମାନେ କି ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ। Viz kapitolaପବିତ୍ର ବାଇବଲ22 ସେମାନେ କେବଳ କ’ଣ ଏବ୍ରୀ? ମୁଁ ମଧ୍ୟ। Viz kapitola |