Online Bible

- Reklamy -




୨ କରିନ୍ଥୀୟ 11:23 - ଓଡିଆ ବାଇବେଲ

23 ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ଵାର ମୃତ୍ୟୁର ସମ୍ମୁଖୀନ ହେବାରେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ସେମାନେ କ’ଣ ଖ୍ରୀଷ୍ଟଙ୍କ ସେବକ? ମୁଁ ପାଗଳ ପରି କହୁଛି, ମୁଁ ସେମାଦଙ୍କଠାରୁ ଶ୍ରେଷ୍ଠରେ ସେବକ। ମୁଁ ସେମାନଙ୍କଠାରୁ ଅଧିକ ପରିଶ୍ରମ କରିଛି, ଅଧିକ କାରାବରଣ କରିଛି ଓ ବେତମାଡ଼ ସହିଛି ଏବଂ ଅଧିକ ଥର ପ୍ରାଣ ବିପନ୍ନ କରିଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;

Viz kapitola kopírovat

ପବିତ୍ର ବାଇବଲ

23 ସେମାନେ କ’ଣ କେବଳ ଇସ୍ରାଏଲୀୟ? ମୁଁ ମଧ୍ୟ। ସେମାନେ କ’ଣ କେବଳ ଅବ୍ରହାମଙ୍କ ବଂଶଧାର? ମୁଁ ମଧ୍ୟ। ସେମାନେ କ’ଣ କେବଳ ଖ୍ରୀଷ୍ଟଙ୍କ ସେବକ? ମୁଁ ମଧ୍ୟ। ମୁଁ କ’ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି? ସେମାନଙ୍କ ତୁଳନାରେ ମୁଁ ଅଧିକ କଠୋର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମୋତେ ଥରକୁ ଥର ମାଡ଼ ମରାଯାଇଛି। ଅନେକ ଥର ମୁଁ ମୃତ୍ୟୁର ସନ୍ନିକଟ ହୋଇଛି।

Viz kapitola kopírovat




୨ କରିନ୍ଥୀୟ 11:23

Následuj nás:

Reklamy


Reklamy