Online Bible

- Reklamy -




୨ କରିନ୍ଥୀୟ 11:27 - ଓଡିଆ ବାଇବେଲ

27 ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ , ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଭଣ୍ତ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ଅତ୍ୟଧିକ ପରିଶ୍ରମ କରିଛି ଓ ଦୁଃଖକଷ୍ଟ ଭୋଗ କରିଛି, ଅନଦ୍ରା ଓ କ୍ଷୁଧା ତୃଷାରେ ଅନେକ ଦିନ କଟାଇଛି, ଉପଯୁକ୍ତ ଖାଦ୍ୟ, ବସ୍ତ୍ର ଓ ବାସସ୍ଥାନର ଅଭାବରେ ଅନେକ କଷ୍ଟ ସହିଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି।

Viz kapitola kopírovat

ପବିତ୍ର ବାଇବଲ

27 ମୁଁ କଠୋର ପରିଶ୍ରମ କରି କ୍ଳାନ୍ତିପୂର୍ଣ୍ଣ ଜୀବନଯାପନ କରିଛି। ଅନେକ ଥର ମୁଁ ଶୋଇ ନାହିଁ। ମୁଁ ଅନାହାର ମଧ୍ୟଦେଇ ଗତି କରିଛି। ଅନେକ ଥର ମୋ’ ପାଖରେ ଖାଇବାକୁ କିଛି ନ ଥାଏ। ଲୁଗାପଟା ବିନା ଥଣ୍ଡାରେ ମୁଁ ରହିଛି।

Viz kapitola kopírovat




୨ କରିନ୍ଥୀୟ 11:27

Následuj nás:

Reklamy


Reklamy