୨ କରିନ୍ଥୀୟ 11:28 - ଓଡିଆ ବାଇବେଲ28 ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋ' ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ଡଳୀସମୂହ ନିମନ୍ତେ ଚିନ୍ତା । Viz kapitolaପବିତ୍ର ବାଇବଲ (Re-edited) - (BSI)28 ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ତଳୀସମୂହ ନିମନ୍ତେ ଚିନ୍ତା। Viz kapitolaପବିତ୍ର ବାଇବଲ (CL) NT (BSI)28 ଏ ସବୁ ସତ୍ତ୍ୱେ ସମସ୍ତ ମଣ୍ଡଳୀ ପ୍ରତି ମୋର ଦାୟିତ୍ୱ ପ୍ରତିଦିନ ବହନ କରି ଚାଲିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ଡଳୀ-ସମୂହ ନିମନ୍ତେ ଚିନ୍ତା। Viz kapitolaପବିତ୍ର ବାଇବଲ28 ଆହୁରି ମଧ୍ୟ ଅନେକ ଗୁଡ଼ିଏ ସମସ୍ୟା ଦେଇ ମୁଁ ଗତି କରିଛି। ତହିଁ ମଧ୍ୟରୁ ଗୋଟିଏ ହେଲା ସମସ୍ତ ମଣ୍ଡଳୀ ମାନଙ୍କର ଚିନ୍ତା, ପ୍ରତିଦିନ ସେହି ଚିନ୍ତାରେ ମୁଁ ରହୁଛି। Viz kapitola |