୨ କରିନ୍ଥୀୟ 11:33 - ଓଡିଆ ବାଇବେଲ33 ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପାଚେରିଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇଲି । Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ ଟୋକାଇରେ ଗୋଟିଏ ଖିଡ଼ିକି ବାଟେ ପାଚେରି ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇଲି। Viz kapitolaପବିତ୍ର ବାଇବଲ (CL) NT (BSI)33 କିନ୍ତୁ ମୋତେ ଝୁଡ଼ି ସାହାଯ୍ୟରେ ଝରକା ବାଟେ ପ୍ରଚୀରର ବାହାରେ ଓହ୍ଲାଇ ଦିଆଯାଇଥିଲା। ଏହିପରି ଭାବରେ ମୁଁ ସେହି ଶାସନକର୍ତ୍ତାଙ୍କ କବଳରୁ ରକ୍ଷା ପାଇଥିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପ୍ରାଚୀର ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାହାଙ୍କ ହସ୍ତରୁ ରକ୍ଷା ପାଇଲି। Viz kapitolaପବିତ୍ର ବାଇବଲ33 କିନ୍ତୁ ସହର ପାଚେରୀରେ ଥିବା ଗୋଟିଏ ଝରକା ବାଟ ଦେଇ, ଗୋଟିଏ ବାକ୍ସରେ ବସାଇ ମୋତେ କେତେକ ବନ୍ଧୁମାନଙ୍କ ଦ୍ୱାରା ବାହାରକୁ ଓହ୍ଲାଇ ନିଆ ଯିବାରୁ ମୁଁ ରାଜ୍ୟପାଳଙ୍କ ହାତରୁ ରକ୍ଷା ପାଇ ଗଲି। Viz kapitola |