୨ କରିନ୍ଥୀୟ 11:6 - ଓଡିଆ ବାଇବେଲ6 କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ । Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ଅପଟୁ, ତଥାପି ମୁଁ ଜ୍ଞାନରେ ଅପଟୁ ନୁହେଁ; ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ। Viz kapitolaପବିତ୍ର ବାଇବଲ (CL) NT (BSI)6 ମୁଁ ସେମାନଙ୍କ ପରି ବାକ୍ପଟୁ ହୋଇ ନ ପାରେ , କିନ୍ତୁ ଜ୍ଞାନରେ ନିକୃଷ୍ଟ ନୁହେଁ। ତୁମମାନଙ୍କୁ ଏ କଥା ଆମେ ସବୁବେଳେ ଓ ସବୁ ପରିସ୍ଥିତିରେ କହି ଆସିଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ। Viz kapitolaପବିତ୍ର ବାଇବଲ6 ଏହା ସତ୍ୟ ଯେ ମୁଁ ପ୍ରଶିକ୍ଷିତ ବକ୍ତା ନୁହେଁ, କିନ୍ତୁ ମୋର ଜ୍ଞାନ ଅଛି। ଆମ୍ଭେ ଏହି କଥାଟିକୁ ତୁମ୍ଭମାନଙ୍କୁ ସବୁ ପ୍ରକାରେ ସ୍ପଷ୍ଟ ଭାବରେ ଦେଖାଇ ଦେଇଛୁ। Viz kapitola |