୨ କରିନ୍ଥୀୟ 11:8 - ଓଡିଆ ବାଇବେଲ8 ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି, Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ତଳୀସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି, Viz kapitolaପବିତ୍ର ବାଇବଲ (CL) NT (BSI)8 ତୁମ୍ଭମାନଙ୍କ ମଧ୍ୟରେ କାର୍ଯ୍ୟ କଲାବେଳେ ମୁଁ ଅନ୍ୟ ମଣ୍ଡଳୀମାନଙ୍କରୁ ଆର୍ଥିକ ସାହାଯ୍ୟ ପାଇଛି। କହିବାକୁ ଗଲେ, ତୁମ୍ଭମାନଙ୍କର ଉପକାର ପାଇଁ ମୁଁ ସେମାନଙ୍କୁ ଲୁଣ୍ଠନ କରିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀ-ସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି, Viz kapitolaପବିତ୍ର ବାଇବଲ8 ମୁଁ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପାଇଁ ଅନ୍ୟ ମଣ୍ଡଳୀମାନଙ୍କଠାରୁ ଅର୍ଥ (ବା ସେମାନେ ଦରିଦ୍ର ହେଲେ ମଧ୍ୟ ସେମାନଙ୍କଠାରୁ ଅର୍ଥ ଗ୍ରହଣ କରିବା) ଗ୍ରହଣ କରିଛି। Viz kapitola |