Online Bible

- Reklamy -




୨ କରିନ୍ଥୀୟ 12:13 - ଓଡିଆ ବାଇବେଲ

13 କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ ? ମୋହର ଏହି ଦୋଷ କ୍ଷମା କର ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ଵରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ତଳୀସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 କେବଳ ଗୋଟିଏ ବିଷୟରେ ଅନ୍ୟାନ୍ୟ ମଣ୍ଡଳୀଠାରୁ ତୁମ୍ଭମାନଙ୍କ ସହିତ ମୋର ବ୍ୟବହାର ଭିନ୍ନ ହୋଇଛି। ଯଦି ଏହା ତୁମ୍ଭମାନଙ୍କ ପ୍ରତି ମୋର ପାତର ଅନ୍ତର ବ୍ୟବହାର, ତେବେ ଏଥିପାଇଁ ମୋତେ ଦୟା କରି କ୍ଷମା କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀ-ସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର।

Viz kapitola kopírovat

ପବିତ୍ର ବାଇବଲ

13 ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା'ସବୁ ତୁମ୍ଭେମାନେ ମଧ୍ୟ ପାଇଛ। କେବଳ ଗୋଟିଏ କଥା ତନ୍ମଧ୍ୟରୁ ଅଲଗା: ମୁଁ ତୁମ୍ଭମାନଙ୍କ ଉପରେ କେବେ ହେଲେ ଭାରସ୍ୱରୂପ ନ ଥିଲି। ଏଥିପାଇଁ ମୋତେ କ୍ଷମା କରି ଦିଅ।

Viz kapitola kopírovat




୨ କରିନ୍ଥୀୟ 12:13

Následuj nás:

Reklamy


Reklamy