୨ କରିନ୍ଥୀୟ 12:19 - ଓଡିଆ ବାଇବେଲ19 ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ । ଈଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ । କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ । Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ଵରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ଵରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ। Viz kapitolaପବିତ୍ର ବାଇବଲ (CL) NT (BSI)19 ବୋଧହୁଏ ତୁମ୍ଭେମାନେ ଭାବୁଛ, ଏ ପର୍ଯ୍ୟନ୍ତ ଆମେ କେବଳ ନିଜର ସଫେଇ ଦେଇ ଆସିଛୁ ନା! ଈଶ୍ୱରଙ୍କ ଉପସ୍ଥିତିରେ ଖ୍ରୀଷ୍ଟ ଆମକୁ କହିଲା ଭଳି ଆମେ ତୁମ୍ନଭମାନଙ୍କୁ କହୁଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ। Viz kapitolaପବିତ୍ର ବାଇବଲ19 ତୁମ୍ଭେମାନେ କ’ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷରେ ଯୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବରେ ପରମେଶ୍ୱରଙ୍କ ଆଗରେ କହିଥିଲୁ। ତୁମ୍ଭେମାନେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହାକିଛି କହୁଛୁ ତାହା ତୁମ୍ଭେମାନେ ଆଧ୍ୟାତ୍ମିକ ଭାବରେ ଶକ୍ତିଶାଳୀ ହେବ ବୋଲି କହୁଛୁ। Viz kapitola |