୨ କରିନ୍ଥୀୟ 13:9 - ଓଡିଆ ବାଇବେଲ9 ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ । Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ। Viz kapitolaପବିତ୍ର ବାଇବଲ (CL) NT (BSI)9 ଆମେ ଦୁର୍ବଳ ଥିଲାବେଳେ ତୁମ୍ଭେମାନେ ସବଳ ଥିବାରୁ।ମେ ଆନନ୍ଦିତ। ତେଣୁ ତୁମ୍ଭମାନଙ୍କ ଉନ୍ନତି ନିମନ୍ତେ ଆମେ ପ୍ରାର୍ଥନା କରୁଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ। Viz kapitolaପବିତ୍ର ବାଇବଲ9 ଯଦି ତୁମ୍ଭେମାନେ ବଳବାନ ଆମ୍ଭେ ଦୁର୍ବଳ ହେବାରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ ଅଧିକରୁ ଅଧିକ ଶକ୍ତିଶାଳୀ ହୋଇ ଯାଅ। Viz kapitola |