୨ କରିନ୍ଥୀୟ 2:15 - ଓଡିଆ ବାଇବେଲ15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,. Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ଵରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ଵରୂପ, Viz kapitolaପବିତ୍ର ବାଇବଲ (CL) NT (BSI)15 କାରଣ ଯେଉଁମାନେ ପରିତ୍ରାଣ ପାଇଛନ୍ତି ଓ ଯେଉଁମାନେ ଧ୍ୱଂସ ପଥକ, ଉଭୟଙ୍କ ନିକଟରେ ଆମେ ହେଉଛୁ, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନିବେଦିତ ଖ୍ରୀଷ୍ଟଙ୍କ ସୁଗନ୍ଧ ଧୂପ ସ୍ୱରୂପ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ, Viz kapitolaପବିତ୍ର ବାଇବଲ15 ଆମ୍ଭର ଉତ୍ସର୍ଗ ବଳି ପରମେଶ୍ୱରଙ୍କ ପାଇଁ ହେଉଛି ଏହା: ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାନ୍ତି, ସେମାନଙ୍କ ପାଇଁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି। Viz kapitola |