୨ କରିନ୍ଥୀୟ 2:3 - ଓଡିଆ ବାଇବେଲ3 ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥି ନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ । Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ଵାସ। Viz kapitolaପବିତ୍ର ବାଇବଲ (CL) NT (BSI)3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି, ମୁଁ ସେଠାକୁ ଗଲେ; ଯେଉଁମାନଙ୍କ ଏାଗି ମୋର ଆନନ୍ଦ ହୁଅନ୍ତା, ସେମାନଙ୍କ ଦ୍ୱାରା ଯେପରି ମୁଁ ଦୁଃଖ ନ ପାଏ। ବାସ୍ତବିକ ମୋର ଦୁଢ଼ ବିଶ୍ୱାସ ଯେ, ମୋର ଆନନ୍ଦରେ ତୁମ୍ଭମାନଙ୍କ ଆନନ୍ଦ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ। Viz kapitolaପବିତ୍ର ବାଇବଲ3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ପତ୍ର ଲେଖିଲି, ଯେହେତୁ ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିବି, ଯେଉଁମାନଙ୍କଠାରୁ ମୋତେ ଆନନ୍ଦ ମିଳିବା କଥା, ସେମାନଙ୍କଠାରୁ ମୋତେ ଦୁଃଖ ନ ମିଳୁ। ତୁମ୍ଭମାନଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ମୋର ସହିତ ଆନନ୍ଦ କରିବ। Viz kapitola |