Online Bible

- Reklamy -




୨ କରିନ୍ଥୀୟ 2:5 - ଓଡିଆ ବାଇବେଲ

5 କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 ଯଦି କେହି କାହାକୁ ଦୁଃଖ ଦେଇଥାଏ, ସେ କେବଳ ମୋ’ ମନରେ ଦୁଃଖ ଦେଇ ନାହିଁ, ଅଳ୍ପ ବହୁତ ତୁମ୍ଭମାନଙ୍କୁ ମଧ୍ୟ ଦୁଃଖ ଦେଇଛି। ଏ ବିଷୟରେ ମୁଁ ଅଧିକ କଟୁ ମନ୍ତବ୍ୟ ଦେବା ପାଇଁ ଇଚ୍ଛା କରୁ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି।

Viz kapitola kopírovat

ପବିତ୍ର ବାଇବଲ

5 ଯଦି ତୁମ୍ଭମାନଙ୍କ ଭିତରୁ କିଏ ଜଣେ ମୋତେ ଦୁଃଖିତ କରିଛି, ସେ କେବଳ ମୋତେ ଦୁଃଖିତ କରି ନାହିଁ, ବରଂ କିଛି ନା କିଛି ମାତ୍ରାରେ ତୁମ୍ଭମାନଙ୍କୁ ମଧ୍ୟ କରିଛି।

Viz kapitola kopírovat




୨ କରିନ୍ଥୀୟ 2:5

Následuj nás:

Reklamy


Reklamy