୨ କରିନ୍ଥୀୟ 3:1 - ଓଡିଆ ବାଇବେଲ1 ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ ? କିମ୍ବା କାହାରି କାହାରି ପରି କ'ଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ ? Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁଣ? କିମ୍ଵା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ? Viz kapitolaପବିତ୍ର ବାଇବଲ (CL) NT (BSI)1 ଆମେ କ’ଣ ପୁଣି ଆତ୍ମବଡ଼ିମା କରିବା ପରି ମନେ ହେଉଛି? କିମ୍ବା ଅନ୍ୟମାନଙ୍କ ପରି ଆମେ କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ପରିଚୟ ପତ୍ରର ପ୍ରୟୋଜନ କରୁଛି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ? କିମ୍ବା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ? Viz kapitolaପବିତ୍ର ବାଇବଲ1 ଆମ୍ଭେ କ’ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ’ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନେବା ଦରକାର କି? କେତେକ ଲୋକ ଏପରି କରନ୍ତି। Viz kapitola |