୨ କରିନ୍ଥୀୟ 3:11 - ଓଡିଆ ବାଇବେଲ11 କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା,ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ । Viz kapitolaପବିତ୍ର ବାଇବଲ (Re-edited) - (BSI)11 କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ। Viz kapitolaପବିତ୍ର ବାଇବଲ (CL) NT (BSI)11 ଯଦି ଅସ୍ଥାୟୀ ବିଷୟ ଏତେ ଗୌରବଯୁକ୍ତ ହୁଏ, ଚିରସ୍ଥାୟୀ ବିଷୟ ଏହାଠାରୁ କେତେ ଅଧିକ ଗୁଣରେ ଗୌରବଯୁକ୍ତ ନ ହେବ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ। Viz kapitolaପବିତ୍ର ବାଇବଲ11 ଯେଉଁ ସେବା ଅଦୃଶ୍ୟ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା'ହେଲେ ଏହି ଅନନ୍ତ କାଳସ୍ଥାୟୀ ସେବା ଅତ୍ୟଧିକ ମହିମାମୟ ହେବା ସ୍ୱାଭାବିକ। Viz kapitola |