୨ କରିନ୍ଥୀୟ 4:15 - ଓଡିଆ ବାଇବେଲ15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ୱରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ଯେପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ଵରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହୁଏ। Viz kapitolaପବିତ୍ର ବାଇବଲ (CL) NT (BSI)15 ତୁମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଏସବୁ ଘଟୁଛି। ଈଶ୍ୱରଙ୍କ ଅନୁଗ୍ରହ ଆହୁରି ଅଧିକରୁ ଅଧିକ ବୃଦ୍ଧି ପାଇ ଲୋକଙ୍କୁ ସ୍ପର୍ଶ କଲେ, ଆହୁରି ଅନେକେ କୃତଜ୍ଞ ଚ୍ତ୍ତରେ ଈଶ୍ୱରଙ୍କର ଗୌରବ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ। Viz kapitolaପବିତ୍ର ବାଇବଲ15 ସେ ଆମ୍ଭକୁ ମଧ୍ୟ ତୁମ୍ଭମାନଙ୍କ ସହିତ ନିଜ ସମ୍ମୁଖରେ ଠିଆ କରିବେ। ଏହି ବିଷୟକୁ ତୁମ୍ଭମାନଙ୍କ ପାଇଁ କରା ଯାଉଛି। ଏହା ଦ୍ୱାରା ଅନେକ ଲୋକ ଯେପରି ପରମେଶ୍ୱରଙ୍କ ଅନୁଗ୍ରହ ପାଇ ପାରିବେ। ପରମେଶ୍ୱରଙ୍କ ମହିମା ନିମନ୍ତେ ତାହାଙ୍କୁ ଅଧିକରୁ ଅଧିକ ଧନ୍ୟବାଦ ଅର୍ପଣ କରାଯିବ। Viz kapitola |