୨ କରିନ୍ଥୀୟ 5:1 - ଓଡିଆ ବାଇବେଲ1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ । Viz kapitolaପବିତ୍ର ବାଇବଲ (Re-edited) - (BSI)1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ଵୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ଵରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ଵର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ। Viz kapitolaପବିତ୍ର ବାଇବଲ (CL) NT (BSI)1 ଆମେ ଜାଣୁ, ଯେଉଁ ପାର୍ଥିବ ଶରୀରରୂପ ତମ୍ବୁରେ ଆମେ ଏବେ ବାସ କରୁଛୁ, ତାହା ଧ୍ୱଂସ ପାଇଗଲେ, ଆମକୁ ଈଶ୍ୱର ସ୍ୱର୍ଗରେ ଏକ ଚିରସ୍ଥାୟୀ ଗୃହ ଯୋଗାଇ ଦେବେ। ତାହା ମନୁଷ୍ୟ ହସ୍ତନିମତ ନୁହେଁ- ସ୍ୱୟଂ ଈଶ୍ୱର ତାହାରନିର୍ମାତା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ବରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ। Viz kapitolaପବିତ୍ର ବାଇବଲ1 ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥିରେ ଆମ୍ଭେ ରହିଛୁ, ତାହା ନଷ୍ଟ ହେବ। ଏପରି ଘଟିଲା ପରେ ପରମେଶ୍ୱରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦେବେ। ଏହା ମଣିଷ ଦ୍ୱାରା ନିର୍ମିତ ନୁହେଁ। Viz kapitola |