୨ କରିନ୍ଥୀୟ 5:10 - ଓଡିଆ ବାଇବେଲ10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ଵାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ପ୍ରକାଶିତ ହେବାକୁ ହେବ। Viz kapitolaପବିତ୍ର ବାଇବଲ (CL) NT (BSI)10 କାରଣ ଆମ ସମସ୍ତଙ୍କୁ ତାଙ୍କ ଦ୍ୱାର ବିଚାରିତ ହେବା ପାଇଁ ନିଶ୍ଚୟ ଖ୍ରୀଷ୍ଟଙ୍କ ସମ୍ମଖରେ ଉପସ୍ଥିତ ହେବାକୁ ପଡ଼ିବ। ସେତେବେଳେ ମର ଶରୀରରେ ଆମେ କରିଥିବା ଭଲ ବା ମନ୍ଦ, ସକଳ କର୍ମ ଅନୁସାରେ ଆମେ ଫଳ ପାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ। Viz kapitolaପବିତ୍ର ବାଇବଲ10 ଆମ୍ଭେ ସମସ୍ତେ ବିଗ୍ଭରିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କର ନ୍ୟାୟାସନ ଆଗରେ ଅବଶ୍ୟ ଠିଆ ହେବୁ। ଆମ୍ଭମାନଙ୍କ ଭିତରୁ ପ୍ରତ୍ୟେକ, ଏହି ପାର୍ଥିବ ଶରୀର ଧାରଣ କରିଥିଲାବେଳେ ଯାହାକିଛି ଭଲ ବା ମନ୍ଦ କରିଛୁ, ତା’ ପାଇଁ ପ୍ରତିଦାନ ପାଇବ। Viz kapitola |