୨ କରିନ୍ଥୀୟ 6:1 - ଓଡିଆ ବାଇବେଲ1 ଆହୁରି ମଧ୍ୟ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆହୁରି ମଧ୍ୟ ଈଶ୍ଵରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ। Viz kapitolaପବିତ୍ର ବାଇବଲ (CL) NT (BSI)1 ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ। Viz kapitolaପବିତ୍ର ବାଇବଲ1 ଆମ୍ଭେମାନେ ପରମେଶ୍ୱରଙ୍କ ସହିତ କାମ କରୁଥିବା ହେତୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ୱରଙ୍କଠାରୁ ଯେଉଁ ଅନୁଗ୍ରହ ତୁମ୍ଭେମାନେ ପାଇଛ, ତାହା ଯେପରି ବ୍ୟର୍ଥ ନ ଯାଏ। Viz kapitola |