୨ କରିନ୍ଥୀୟ 6:12 - ଓଡିଆ ବାଇବେଲ12 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ । Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ। Viz kapitolaପବିତ୍ର ବାଇବଲ (CL) NT (BSI)12 ଆମେ ତୁମ ପ୍ରତି ରୁଦ୍ଧ-ହୃଦୟ ହୋଇ ନାହୁଁ, ବରଂ ତୁମମାନଙ୍କ ହୃଦୟ ଆମ ପଅତି ରୁଦ୍ଧ ହେେଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ। Viz kapitolaପବିତ୍ର ବାଇବଲ12 ତୁମ୍ଭମାନଙ୍କ ପ୍ରତି ଆମ୍ଭର ପ୍ରେମ ପ୍ରଦର୍ଶନ ଆମ୍ଭେ ବନ୍ଦ କରି ନାହୁଁ। କିନ୍ତୁ ତୁମ୍ଭେମାନେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶନ ବନ୍ଦ କରି ଦେଇଛ। Viz kapitola |