୨ କରିନ୍ଥୀୟ 6:14 - ଓଡିଆ ବାଇବେଲ14 ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା ? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା ? Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅବିଶ୍ଵାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା? Viz kapitolaପବିତ୍ର ବାଇବଲ (CL) NT (BSI)14 ତୁମ୍ଭେମାନେ ଅବିଶ୍ୱାସୀ ସଙ୍ଗେ ସମଭାବେ କାର୍ଯ୍ୟ କରିବା ପାଇଁ ଚେଷ୍ଟା କର ନାହିଁ। ଏହା କଦାପି ହୋଇପାରିବ ନାହିଁ ଧର୍ମ ଓ ଅଧର୍ମର ମେଳ କେଉଁଠି? ଆଲୋକ ଓ ଅନ୍ଧାକାର କିପରି ଏକତ୍ର ରହିବେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା? Viz kapitolaପବିତ୍ର ବାଇବଲ14 ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ତୁମ୍ଭେମାନେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସେମାନଙ୍କ ସହିତ ଯୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧ୍ୟରେ କି ସହଭାଗିତା ଅଛି? Viz kapitola |