୨ କରିନ୍ଥୀୟ 6:18 - ଓଡିଆ ବାଇବେଲ18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)18 ମୁଁ ତୁମ୍ଭମାନଙ୍କର ପିତା ହେବି, ଆଉ ତୁମ୍ଭମାନନେ ହେବ ମୋର ପୁତ୍ରକନ୍ୟା, ସର୍ବଶକ୍ତିମାନ ପ୍ରଭୁ ଏହି କଥା କହନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 “ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।” Viz kapitolaପବିତ୍ର ବାଇବଲ18 “ମୁଁ ତୁମ୍ଭମାନଙ୍କର ପିତା ହେବି ଓ ତୁମ୍ଭେମାନେ ମୋ’ ପୁଅ ଓ ଝିଅ ହେବ ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି।” Viz kapitola |