Online Bible

- Reklamy -




୨ କରିନ୍ଥୀୟ 6:4 - ଓଡିଆ ବାଇବେଲ

4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 ବରଂ, ଆମେ ସବୁ ଅବସ୍ଥାରେ ନିଜକୁ ଈଶ୍ୱରଙ୍କ ସେବକ ରୂପେ ପରିଚିତ କରାଉଛୁ। ଅସୀମ ଧୈର୍ଯ୍ୟ ସହକାରେ ଆମେ ସବୁ ପ୍ରକାର କ୍ଳେଶ, ଅନାଟନ ଓ କଷ୍ଟ ସହ୍ୟ କରିଛୁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,

Viz kapitola kopírovat

ପବିତ୍ର ବାଇବଲ

4 ବରଂ ପରମେଶ୍ୱରଙ୍କ ସେବକ ରୂପରେ ଆମ୍ଭେମାନେ ପ୍ରତ୍ୟେକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ୟା ମଧ୍ୟରେ ଅନେକ କଠୋର ତଥା ଧୈର୍ଯ୍ୟପୂର୍ବକ ସହୁ।

Viz kapitola kopírovat




୨ କରିନ୍ଥୀୟ 6:4

Následuj nás:

Reklamy


Reklamy