୨ କରିନ୍ଥୀୟ 7:10 - ଓଡିଆ ବାଇବେଲ10 କାରଣ ଈଶ୍ୱରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ ପରିବର୍ତ୍ତନ ଜନ୍ମାଏ, ଯାହାସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ । Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ଈଶ୍ଵରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ। Viz kapitolaପବିତ୍ର ବାଇବଲ (CL) NT (BSI)10 କାରଣ ଏହି ଭଳି ଦୁଃଖ ଈଶ୍ବରଙ୍କ ଦ୍ୱାରା ବ୍ୟବହୃତ ହୋଇ ତଦ୍ଦ୍ୱାରା ହୃଦୟ ପରିବର୍ତ୍ତନ ହେଲେ ପରିତ୍ରାଣ ମିଳିଥାଏ। ଏଥିରେ ଅନୁଶୋଚନାର ଅପକାଶ ନାହିଁ। କିନ୍ତୁ କେବଳ ଜାଗତିକ ଦୁଃଖ ମୃତ୍ୟ ଘଟାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ। Viz kapitolaପବିତ୍ର ବାଇବଲ10 କାରଣ ଈଶ୍ୱରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ୱାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହେବା ଆବଶ୍ୟକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ୟୁ ଆଣିଥାଏ। Viz kapitola |