୨ କରିନ୍ଥୀୟ 7:15 - ଓଡିଆ ବାଇବେଲ15 ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧିପାଇଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି। Viz kapitolaପବିତ୍ର ବାଇବଲ (CL) NT (BSI)15 ତୁମ୍ଭେମାନେ ସମସ୍ତେ ଯେପରି ଭାବର ତାଙ୍କର ବାଧ୍ୟ ଥିଲ ଏବଂ ଭୟ ଓ କମ୍ପିତ ହୃଦୟରେ ତାଙ୍କୁ ସ୍ୱାଗତ ଜଣାଇଥିଲ, ଏ କଥା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କର ପ୍ରେମ ଆହୁରି ବୃଦ୍ଧି ପାଉଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାହାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାହାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି। Viz kapitolaପବିତ୍ର ବାଇବଲ15 ତୁମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ ପାଇଁ କିପରି ପ୍ରସ୍ତୁତ ତଥା ତୁମ୍ଭେମାନେ ସମସ୍ତେ ସମ୍ମାନ ଓ ଭୟ ସହକାରେ କିପରି ତାହାଙ୍କର ଆଜ୍ଞା ପାଳନ ପାଇଁ ବ୍ୟଗ୍ର ଥିଲ ଓ କିପରି ତାହାଙ୍କୁ ପାଛୋଟି ନେଇଥିଲ, ଏସବୁ କଥା ମନେ ପକାଇ ତୁମ୍ଭମାନଙ୍କ ପାଇଁ ତାହାଙ୍କର ପ୍ରେମ ଅଧିକ ହେଲା। Viz kapitola |