Online Bible

- Reklamy -




୨ କରିନ୍ଥୀୟ 8:2 - ଓଡିଆ ବାଇବେଲ

2 ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

2 ସେମାନେ ଉତ୍କଟ କ୍ଳେଶ ମଧ୍ୟଦେଇ ପରୀକ୍ଷିତ ହୋଇଛନ୍ତି ଏବଂ ସେମାନେ ଅତିଶୟ ଦରିଦ୍ର ହେଲେ ସୁଦ୍ଧା, ଚରମ ବଦାନ୍ୟତା ଦ୍ୱାରା ନିଜ ମନର ଉଚ୍ଛ୍ୱସିତ ଆନନ୍ଦ ପ୍ରକାଶ କରିଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।

Viz kapitola kopírovat

ପବିତ୍ର ବାଇବଲ

2 ସେହି ବିଶ୍ୱାସୀମାନେ ମହାକ୍ଳେଶ ଦୁଃଖ ଦ୍ୱାରା ପରୀକ୍ଷିତ ହେଲେ। ଏବଂ ସେମାନେ ଅତି ଗରିବ। କିନ୍ତୁ ସେମାନଙ୍କ ମହାନନ୍ଦ ହେତୁ ସେମାନେ ପ୍ରଚୁର ଉଦାରତାର ଦାନ ଦେଇଥିଲେ।

Viz kapitola kopírovat




୨ କରିନ୍ଥୀୟ 8:2

Následuj nás:

Reklamy


Reklamy