୨ କରିନ୍ଥୀୟ 9:4 - ଓଡିଆ ବାଇବେଲ4 କାଳେ ମାକିଦନିଆର କୌଣସି ଲୋକ ଯେବେ ମୋ' ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ(ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ୱାସ ବିଷୟରେ ଲଜ୍ଜିତ ହେବା । Viz kapitolaପବିତ୍ର ବାଇବଲ (Re-edited) - (BSI)4 କାଳେ ମାକିଦନିଆର କୌଣସି ଲୋକ ଯେବେ ମୋʼ ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ (ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ଵାସ ବିଷୟରେ ଲଜ୍ଜିତ ହେବା। Viz kapitolaପବିତ୍ର ବାଇବଲ (CL) NT (BSI)4 ମାସିଦୋନିଆର ଲୋକମାନେ ମୋ’ ଯାଇ ଯଦି ତୁମ୍ଭମାନଙ୍କୁ ଅପ୍ରସ୍ଥୁତ ଦେଖିବେ; ତେବେ ତୁମ୍ଭମାନଙ୍କ ଉପରେ ଦୃଢ଼ ଆସ୍ଥା ଥିବା ହେତୁ ଆମେ ଲଜ୍ଜାଜନକ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାଳେ ମାକିଦନିଆର କୌଣସି ଲୋକ ଯେବେ ମୋʼ ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ (ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ୱାସ ବିଷୟରେ ଲଜ୍ଜିତ ହେବା। Viz kapitolaପବିତ୍ର ବାଇବଲ4 ଯେପରି ମୁଁ ସେମାନଙ୍କୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଗ୍ଭହେଁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। ଯଦି କେତେକ ଲୋକ ମାକିଦନିଆରୁ ମୋ’ ସହିତ ତୁମ୍ଭମାନଙ୍କ ପାଖରେ ପହଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠାରେ ଆମ୍ଭର ବିଶ୍ୱାସ ଥିବା ହେତୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭେମାନେ ମଧ୍ୟ ଲଜ୍ଜିତ ହେବ। Viz kapitola |