2 ରାଜାବଳୀ 1:11 - ଓଡିଆ ବାଇବେଲ11 ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ଶୀଘ୍ର ତଳକୁ ଆସ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଉତ୍ତାରେ ରାଜା ପୁନର୍ବାର ତାଙ୍କ ନିକଟକୁ ଆଉ ଏକ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ସେ ତାଙ୍କୁ କହିଲେ, ହେ ପରମେଶ୍ଵରଙ୍କ ଲୋକ, ରାଜା କହିଅଛନ୍ତି, ଶୀଘ୍ର ତଳକୁ ଆସ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ଶୀଘ୍ର ତଳକୁ ଆସ।’” Viz kapitolaପବିତ୍ର ବାଇବଲ11 ପୁନର୍ବାର ଅହସିୟ ଆଉ ଜଣେ ଅଧିନାୟକ ଓ ପଗ୍ଭଶ୍ ଲୋକଙ୍କୁ ଏଲିୟ ନିକଟକୁ ପଠାଇଲେ। ସେ ଅଧିନାୟକ ଏଲିୟଙ୍କୁ ପୂର୍ବପରି କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା ତୁମ୍ଭକୁ ଗ୍ଭହାନ୍ତି, ‘ଦୟାକରି ତଳକୁ ଆସ।’” Viz kapitola |