2 ରାଜାବଳୀ 1:15 - ଓଡିଆ ବାଇବେଲ15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ ନ କର। ତହୁଁ ସେ ଉଠି ତାହା ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ। Viz kapitolaପବିତ୍ର ବାଇବଲ15 ତତ୍ପରେ ସଦାପ୍ରଭୁଙ୍କ ଦୂତ ଏଲିୟଙ୍କୁ କହିଲେ, “ଅଧିନାୟକଙ୍କ ସହିତ ଯାଅ, ତାଙ୍କୁ ଭୟ କର ନାହିଁ।” ତେଣୁ ଏଲିୟ ଅହସିୟଙ୍କ ନିକଟକୁ ଗଲେ। Viz kapitola |