2 ରାଜାବଳୀ 1:4 - ଓଡିଆ ବାଇବେଲ4 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ। ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ4 ପୁଣି ଅହସିୟଙ୍କୁ କୁହ, ଯେହେତୁ ତୁମ୍ଭେ ବାଲ୍-ସବୂବଙ୍କ ପରାମର୍ଶ କରିବାକୁ ଆଦେଶ ଦେଲ, ଏଥିପାଇଁ ସଦାପ୍ରଭୁ ଏହା କୁହନ୍ତି, ତୁମ୍ଭେ ଆଉ ତୁମ୍ଭର ଶଯ୍ୟାରୁ ଉଠିବ ନାହିଁ। ତୁମ୍ଭେ ନିଶ୍ଚିତ ମୃତ୍ୟୁବରଣ କରିବ।’” ଏଲିୟ ଅହସିୟଙ୍କ ଦାସମାନଙ୍କୁ ଏହା କହି ପରିତ୍ୟାଗ କଲେ। Viz kapitola |