2 ରାଜାବଳୀ 1:6 - ଓଡିଆ ବାଇବେଲ6 ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରି ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ସେମାନେ ତାଙ୍କୁ କହିଲେ, ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରି ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” Viz kapitolaପବିତ୍ର ବାଇବଲ6 ତହୁଁ ବାର୍ତ୍ତାବହମାନେ ଅହସିୟଙ୍କୁ କହିଲେ, “ଜଣେ ଲୋକ ଆମ୍ଭକୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, ତୁମ୍ଭ ରାଜାଙ୍କ ପାଖକୁ ଫେରିଯାଅ ଓ ତାଙ୍କୁ କୁହ, ସଦାପ୍ରଭୁ କୁହନ୍ତି, ‘ଇସ୍ରାଏଲରେ କ’ଣ ପରମେଶ୍ୱର ନାହାନ୍ତି? ତେବେ ତୁମ୍ଭେ କାହିଁକି ବାର୍ତ୍ତାବହମାନଙ୍କୁ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପଗ୍ଭରିବାକୁ ପଠାଇଅଛ? ତେଣୁ ତୁମ୍ଭେ ଆଉ ଶଯ୍ୟାରୁ ଉଠିବ ନାହିଁ, ସେହିଠାରେ ମରିବ।’” Viz kapitola |