Online Bible

- Reklamy -




2 ରାଜାବଳୀ 10:10 - ଓଡିଆ ବାଇବେଲ

10 ଏବେ ଜାଣ ଯେ, ସଦାପ୍ରଭୁ ଆହାବ ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଏବେ ଜାଣ ଯେ, ସଦାପ୍ରଭୁ ଆହାବ-ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ଵାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏବେ ଜାଣ ଯେ, ସଦାପ୍ରଭୁ ଆହାବ-ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

10 ଏବେ ତୁମ୍ଭେମାନେ ଜାଣ ସଦାପ୍ରଭୁ ଯାହା ଆହାବ ବଂଶ ବିଷୟରେ କହିଥିଲେ, ତାହା ନିଶ୍ଚୟ ଘଟିବ। ସଦାପ୍ରଭୁ ତାଙ୍କର ଦାସ ଏଲିୟ ଦ୍ୱାରା ଯାହା କହିଥିଲେ ତାହା ଆଜି ସଫଳ କରାଇଛନ୍ତି।”

Viz kapitola kopírovat




2 ରାଜାବଳୀ 10:10

Následuj nás:

Reklamy


Reklamy