Online Bible

- Reklamy -




2 ରାଜାବଳୀ 10:30 - ଓଡିଆ ବାଇବେଲ

30 ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଏଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ-ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ-ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”

Viz kapitola kopírovat

ପବିତ୍ର ବାଇବଲ

30 ଅନନ୍ତର ସଦାପ୍ରଭୁ ଯେହୂକୁ କହିଲେ, “କାରଣ ମୋ’ ଦୃଷ୍ଟିରେ ଯାହା ଯଥାର୍ଥ, ତୁମ୍ଭେ ଠିକ୍ କରିଅଛ। ଯାହା ମୋର ଇଚ୍ଛା ଅନୁସାରେ ତୁମ୍ଭେ ଆହାବର ବଂଶକୁ ବିନାଶ କରିଅଛି। ଏଣୁ ଗ୍ଭରି ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲ ସିଂହାସନରେ ରାଜତ୍ୱ କରିବେ।”

Viz kapitola kopírovat




2 ରାଜାବଳୀ 10:30

Následuj nás:

Reklamy


Reklamy