Online Bible

- Reklamy -




2 ରାଜାବଳୀ 10:31 - ଓଡିଆ ବାଇବେଲ

31 ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

31 ତଥାପି ଯେହୂ ସଦାପ୍ରଭୁଙ୍କର ଆଦେଶଗୁଡ଼ିକ ପୂର୍ଣ୍ଣହୃଦୟରେ ଅନୁକରଣ କଲେ ନାହିଁ। ନବାଟଙ୍କ ପୁତ୍ର ଯାରବିୟାମଙ୍କର ପାପକୁ ଯେହୂ ସମ୍ପୂର୍ଣ୍ଣ ରୂପେ ପରିତ୍ୟାଗ କରି ପାରିଲେ ନାହିଁ, ଯିଏ ଇସ୍ରାଏଲର ପାପ କରିବାର କାରଣ ହୋଇଥିଲା।

Viz kapitola kopírovat




2 ରାଜାବଳୀ 10:31

Následuj nás:

Reklamy


Reklamy